Odisha News: ଆଜି ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ଦ୍ବିତୀୟ ଦିନ, ଜାଣନ୍ତୁ କ’ଣ ରହିଛି କାର୍ଯ୍ୟକ୍ରମ

Droupadi Murmu: ଆଜି ରାଷ୍ଟ୍ରପତି ଦ୍ରୌପତି ମୁର୍ମୁଙ୍କ (Droupadi Murmu) ଓଡ଼ିଶା ଗସ୍ତର ଦ୍ବିତୀୟ ଦିନ । ବୁଧବାର ଜନ୍ମମାଟି ମୟୂରଭଞ୍ଜ ଜିଲ୍ଲାରେ ପହଁଞ୍ଚିଲେ ମହାମହିମ । ତେବେ ଗସ୍ତର ଦ୍ବିତୀୟ ଦିନରେ ରାଷ୍ଟ୍ରପତି କେନ୍ଦୁଝର ଯିବେ ।

Odisha News: ଆଜି ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ଦ୍ବିତୀୟ ଦିନ, ଜାଣନ୍ତୁ କ’ଣ ରହିଛି କାର୍ଯ୍ୟକ୍ରମ

About the Author