President madam droupadi murmu: ୫ ଦିନିଆ ଗସ୍ତରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଡିସେମ୍ବର ୩ ତାରିଖରୁ ରାଷ୍ଟ୍ରପତିଙ୍କର ଏହି ଗସ୍ତ ଆରମ୍ଭ ହେବ। ଏହି ଗସ୍ତ ସମୟରେ ରାଷ୍ଟ୍ରପତି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ସୂଚନା ରହିଛି। ତେବେ ରାଷ୍ଟ୍ରପତିଙ୍କର ସୁରକ୍ଷା ବ୍ୟବସ୍ଥାକୁ ନେଇ ମୁଖ୍ୟ ଶାସନ ସଚିବ ଓ ଡିଜିପି ସମୀକ୍ଷା

President madam droupadi murmu: ୫ ଦିନିଆ ଗସ୍ତରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

About the Author