Odisha News: ଫେବୃଆରୀ ୨୮ରେ ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Odisha News: ଫେବୃଆରୀ ୨୮ରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି । ଆସନ୍ତା ଫେବୃଆରୀ ୨୮ ତାରିଖରେ ଓଡିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୨୮ ତାରିଖରେ ଖିଚିଂ ଠାରେ ଥିବା ମୟୁରଭଞ୍ଜ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ କିଚକେଶ୍ୱରୀ ଠାକୁରାଣୀଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି ।

Odisha News:  ଫେବୃଆରୀ ୨୮ରେ ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

About the Author