Pm Odisha Visit: ଓଡି଼ଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Pm Odisha Visit: ଓଡି଼ଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି (Prime Minister Narendra Modi)। ବାୟୁ ସେନାର ସ୍ୱତନ୍ତ୍ର ବିମାନ ଯୋଗେ ସେ ଝାରସୁଗୁଡ଼ାରେ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ସେଠାରୁ ସେ ସିଧା ସମ୍ବଲପୁର ଅଭିମୁଖେ ଯାତ୍ରା କରିଛନ୍ତି ।

Pm Odisha Visit: ଓଡି଼ଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

About the Author