Damodar Rout: ପଞ୍ଚଭୂତରେ ବିଲୀନ ହେଲା ବରିଷ୍ଠ ନେତା ଡାକ୍ତର ଦାମୋଦର

Damodar Rout: ପଞ୍ଚଭୂତରେ ବିଲୀନ ହେଲା ବରିଷ୍ଠ ନେତା ଡାକ୍ତର ଦାମୋଦର ରାଉତଙ୍କ ମରଶରୀର। ଦାମ ରାଉତ ଅମର ରହେ ଧ୍ୱନୀରେ କମ୍ପିଲା ସ୍ଵର୍ଗଦ୍ଵାର। ପୁରୀ ସ୍ଵର୍ଗଦ୍ଵାରରେ ଶୋକାକୁଳ ପରିବେଶ ମଧ୍ୟରେ ସ୍ୱର୍ଗତ ଦାମୋଦର ରାଉତଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ରାତ୍ର ପ୍ରାୟ ୧୧ ଟା ୩୦ ରେ ତାଙ୍କୁ ତାଙ୍କ ବଡ ପୁଅ ସମ୍ବିତ ରାଉତ ମୁଖାଗ୍ନି ଦେଇଛନ୍ତି ।

Damodar Rout: ପଞ୍ଚଭୂତରେ ବିଲୀନ ହେଲା ବରିଷ୍ଠ ନେତା ଡାକ୍ତର ଦାମୋଦର

About the Author