Puri News: ଶ୍ରୀଗୁଣ୍ଡିଚା ମନ୍ଦିର ଖୋଲିବା ନିଷ୍ପତ୍ତି ସ୍ଥଗିତ: ଶ୍ରୀମନ୍ଦିର ପ୍ରଶାସନ

Puri News: ଶ୍ରୀଗୁଣ୍ଡିଚା ମନ୍ଦିର ସର୍ବସାଧାରଣ ଭକ୍ତଙ୍କ ପାଇଁ ଖୋଲାଯିବା ପ୍ରସ୍ତାବକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି। ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ଏବଂ ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କ ଜରୁରୀ ରିପୋର୍ଟ ତଥା ଭକ୍ତ ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନଜରରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ।

Puri News: ଶ୍ରୀଗୁଣ୍ଡିଚା ମନ୍ଦିର ଖୋଲିବା ନିଷ୍ପତ୍ତି ସ୍ଥଗିତ: ଶ୍ରୀମନ୍ଦିର ପ୍ରଶାସନ

About the Author