Odisha News: ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ

Odisha News: ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ।

Odisha News:  ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ

About the Author