Puri: ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ବିଭିନ୍ନ ପ୍ରସଙ୍ଗରେ ହେବ ଆଲୋଚନା

Jagannath Temple: ଗୁରୁବାର ବସିବ ପରିଚାଳନା କମିଟି ବୈଠକ (Srimandir Managing Committee Meeting) । ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ଯକ୍ଷତାରେ ଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ ହେବ ।

Puri: ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ବିଭିନ୍ନ ପ୍ରସଙ୍ଗରେ ହେବ ଆଲୋଚନା

About the Author