Rajdhani Book Fair 2025: ନଭେମ୍ବର ୧୪ରୁ ରାଜଧାନୀ ପୁସ୍ତକ ମେଳା

ଭୁବନେଶ୍ଵର: ୨୫ତମ ରାଜଧାନୀ ପୁସ୍ତକ ମେଳା ନଭେମ୍ବର ୧୪ରୁ ୨୩ ତାରିଖ (୧୦ଦିନ) ପର୍ଯ୍ୟନ୍ତ ଶହୀଦ ନଗର ଦୁର୍ଗାପୂଜା ପଡ଼ିଆରେ ଅନୁଷ୍ଠିତ ହେବ। ଏହି ଅବସରରେ ଓଡ଼ିଆ ଭାଷା ଓ ସାହିତ୍ୟର ୧୨ଟି ବିଭାଗ ( ପ୍ରବନ୍ଧ, ଉପନ୍ୟାସ, କ୍ଷୁଦ୍ରଗଳ୍ପ, କାବ୍ୟ-କବିତା, ଅନୁବାଦ, ନାଟକ, ବିଜ୍ଞାନ ସାହିତ୍ୟ, ଧର୍ମ ସାହିତ୍ୟ, ଆତ୍ମଜୀବନୀ, ଭ୍ରମଣ କାହାଣ

Rajdhani Book Fair 2025: ନଭେମ୍ବର ୧୪ରୁ ରାଜଧାନୀ ପୁସ୍ତକ ମେଳା

About the Author