School Close: ଆସନ୍ତାକାଲି ଠାରୁ ସ୍କୁଲ ଛୁଟି, ସମସ୍ତ ସରକାରୀ ଓ ବେସରକାରୀ...

School Close: ଏହି ନିର୍ଦ୍ଦେଶ ଅନୁଯାୟୀ ଅଙ୍ଗନବାଡି କେନ୍ଦ୍ର, ଶିଶୁବାଟିକା ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ରହିବା ସୂଚନାଯୋଗ୍ୟ ଯେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧ‌ିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

School Close: ଆସନ୍ତାକାଲି ଠାରୁ ସ୍କୁଲ ଛୁଟି, ସମସ୍ତ ସରକାରୀ ଓ ବେସରକାରୀ...

About the Author