ସ୍କାଉଟ୍ସ ଏବଂ ଗାଇଡ୍ସର ରାଜ୍ୟସ୍ତରୀୟ ଜାମ୍ବୋରେଟ୍, ସ୍ୱତନ୍ତ୍ର ଟ୍ରାଇବାଲ୍ ଜାମ୍ବୋରେଟ୍ ଉଦ୍‌ଘାଟିତ

ରାଜ୍ୟ ସଂଗଠନ ଦ୍ୱାରା ଆୟୋଜିତ ଉକ୍ତ ଜାମ୍ବୋରେଟ୍ ଛାତ୍ର ଛାତ୍ରୀମାନଙ୍କ ମଧ୍ୟରେ ସମନ୍ୱୟ ରକ୍ଷାକରି ପାରସ୍ପରିକ ସ୍ନେହ ଓ ବନ୍ଧୁତା ସ୍ଥାପନ ପୂର୍ବକ ସମାଜରେ ଭାଇଚାରାର ଭାବ ଉଦ୍ରେକ କରିବା ପାଇଁ ପ୍ରେରଣାଦାୟକ ହେବ ବୋଲି ମୁଖ୍ୟ ଅତିଥି କର୍ଣ୍ଣେଲ ମିଶ୍ର ମତବ୍ୟକ୍ତ କରିଥିଲେ। ପ୍ରତ୍ୟେକ କାର୍ଯ୍ୟରେ ଓଡିଶା ସଂଗଠନ ସବୁବେଳେ ଅଗ୍ରଣୀ ଭୂମିକା ନିର୍ବାହ କରି ଆସିଥିବାରୁ ସାଧୁବାଦ ଜଣାଇଥିଲେ।

ସ୍କାଉଟ୍ସ ଏବଂ ଗାଇଡ୍ସର ରାଜ୍ୟସ୍ତରୀୟ ଜାମ୍ବୋରେଟ୍, ସ୍ୱତନ୍ତ୍ର ଟ୍ରାଇବାଲ୍ ଜାମ୍ବୋରେଟ୍ ଉଦ୍‌ଘାଟିତ

About the Author