ଅକ୍ଟୋବର ୨୧ ତାରିଖ ଯାଏଁ କଟକଣା ଜାରି ରଖିବାକୁ ନିଷ୍ପତ୍ତି ଗ୍ରହଣ ହୋଇଛି । ଆଇନ୍ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଏନେଇ ନିଷ୍ପତ୍ତି ନେଇଛି ।
Trending Photos
)
ବାଲେଶ୍ୱର: ସହରରେ ରାତି ୧୦ରୁ ସକାଳ ୬ଟା ଯାଏଁ ଦୋକାନ ବଜାର ବନ୍ଦ ନେଇ ଘୋଷଣା କରାଯାଇଛି । ଅକ୍ଟୋବର ୨୧ ତାରିଖ ଯାଏଁ କଟକଣା ଜାରି ରଖିବାକୁ ନିଷ୍ପତ୍ତି ଗ୍ରହଣ ହୋଇଛି । ଆଇନ୍ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଏନେଇ ନିଷ୍ପତ୍ତି ନେଇଛି ।
ସାମ୍ପ୍ରଦାୟିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦୋକାନ ବଜାର ବନ୍ଦ ନେଇ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ସମସ୍ତ ଦୋକାନୀ ଓ ବ୍ୟବସାୟୀଙ୍କୁ ଏହି ନିୟମର ଅନୁପାଳନ ପାଇଁ ପୋଲିସ ପକ୍ଷରୁ ନିବେଦନ କରାଯାଇଛି।
Also Read- ଲାଞ୍ଚ ନେବାବେଳେ କୁନ୍ଦୁରା ବ୍ଲକ ସହକାରୀ ଯନ୍ତ୍ରୀଙ୍କୁ ମାଡିବସିଲା ଭିଜିଲାନ୍ସ
Also Read- ଖରସ୍ରୋତାରେ ଅଘଟଣ, କନ୍ତିଆରେ ମହିଳାଙ୍କୁ ଟାଣିନେଲା କୁମ୍ଭୀର