Odisha News: ସୋନପୁର-ବୌଦ୍ଧ ରେଳ ସେକ୍ସନ ନୀରିକ୍ଷଣ ଶେଷ

ପୂର୍ବତଟ ରେଳପଥ (ଇକୋଆର) ର ମହାପ୍ରବନ୍ଧକ ଶ୍ରୀ ମନୋଜ ଶର୍ମା ଇତିମଧ୍ୟରେ ଖୋର୍ଦ୍ଧା ରୋଡ଼-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ସୋନପୁର ଏବଂ ବୌଦ୍ଧ ମଧ୍ୟରେ ଚାଲୁରହିଥିବା ରେଳ ଲାଇନ ପ୍ରକଳ୍ପର ନିର୍ମାଣାଧୀନ ରେଳ ଲାଇନ ସେକ୍ସନକୁ ନିରୀକ୍ଷଣ କରିଛନ୍ତି। ନିରୀକ୍ଷଣ ସମୟରେ ପୂର୍ବତଟ ରେଳପଥ ମୁଖ୍ୟାଳୟର ବରିଷ୍ଠ ଅଧିକାରୀ ଏବଂ ପ୍ରକଳ୍ପର ନିର୍ମାଣ କାର୍ଯ୍

Odisha News: ସୋନପୁର-ବୌଦ୍ଧ ରେଳ ସେକ୍ସନ ନୀରିକ୍ଷଣ ଶେଷ

About the Author