ଅପରାଧ ସ୍ଥଳ ନିରୀକ୍ଷଣ ଅଧିକାରୀଙ୍କ ନିମନ୍ତେ ସ୍ୱତନ୍ତ୍ର ପ୍ରଶିକ୍ଷଣ ଶିବିର ଉଦଘାଟିତ

ପ୍ରତି ଥାନାରେ ଦୁଇ ଜଣ ଲେଖାଏଁ ଅପରାଧ ସ୍ଥଳ ନିରୀକ୍ଷଣ ଅଧିକାରୀ ନିଯୁକ୍ତ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଉପଯୁକ୍ତ ଶିକ୍ଷାଗତ ଯୋଗ୍ୟତା ଥିବା କନଷ୍ଟେବଳ ଓ ହୋମଗାର୍ଡଙ୍କୁ ଏହି ପଦବୀରେ ନିଯୁକ୍ତି ଦେଇ ନୂତନ ଭାରତୀୟ ଅପରାଧ ଆଇନ, ବୈଜ୍ଞାନିକ ଜ୍ଞାନକୌଶଳ, ଅପରାଧ ସ୍ଥଳରେ ସେମାନଙ୍କ ଭୂମିକା ସମ୍ପର୍କିତ ୬ ସପ୍ତାହ ତାଲିମ ପ୍ରଦାନ କରାଯିବ ବୋଲି ଡିଜିପି ସୂଚନା ଦିଆଯାଇଛି।

ଅପରାଧ ସ୍ଥଳ ନିରୀକ୍ଷଣ ଅଧିକାରୀଙ୍କ ନିମନ୍ତେ ସ୍ୱତନ୍ତ୍ର ପ୍ରଶିକ୍ଷଣ ଶିବିର ଉଦଘାଟିତ

About the Author