Subhadra Scheme: କଥା ରଖିଲା ବିଜେପି, ଖୁବ୍ ଶିଘ୍ର ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କାର ଭାଉଚର୍

Subhadra Scheme: ନୂଆ ମନ୍ତ୍ରୀମଣ୍ଡଳ ଶପଥ ନେବା ପରେ ବସିଥିଲା କ୍ଯାବିନେଟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ପ୍ରଥମ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରି ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଗ୍ରହଣ କରିଛନ୍ତି।

Subhadra Scheme: କଥା ରଖିଲା ବିଜେପି, ଖୁବ୍ ଶିଘ୍ର ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କାର ଭାଉଚର୍

About the Author