Advertisement
Article Detail0/zeeodisha/odisha2501432
Zee OdishaOdisha Stateଜାତୀୟ ଉତ୍ସବ ଭାବେ ପାଳନ ହେବ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ

ଜାତୀୟ ଉତ୍ସବ ଭାବେ ପାଳନ ହେବ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ

Birth anniversary : ଓଡ଼ିଶା କିମ୍ବଦନ୍ତୀ ଜାତୀୟତାବାଦୀ ନେତାଙ୍କ ପାଇଁ ଏହା ମହାନ ଶ୍ରଦ୍ଧାଞ୍ଜଳି ଏବଂ ଓଡିଆ ଆସ୍ମିତାର ଏକ ନିୟମ ବୋଲି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି। ଜାତୀୟ ଉତ୍ସବ ପାଳନ ନିଷ୍ପତ୍ତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ସଂସ୍କୃତି ମନ୍ତ୍ରୀଙ୍କୁ ଧନ୍ୟବାଦ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। 

ଜାତୀୟ ଉତ୍ସବ ଭାବେ ପାଳନ ହେବ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ

ଭୁବନେଶ୍ଵର: ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଜାତୀୟ ଉତ୍ସବ ଭାବେ ଆୟୋଜନ କରାଯିବ। ଆୟୋଜନ କରିବାକୁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସୋସିଆଲ ମିଡିଆ ' ଏକ୍ସ' ରେ ସୂଚନା ପ୍ରଦାନ କରିଛନ୍ତି। ଓଡ଼ିଶା କିମ୍ବଦନ୍ତୀ ଜାତୀୟତାବାଦୀ ନେତାଙ୍କ ପାଇଁ ଏହା ମହାନ ଶ୍ରଦ୍ଧାଞ୍ଜଳି ଏବଂ ଓଡିଆ ଆସ୍ମିତାର ଏକ ନିୟମ ବୋଲି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି। ଜାତୀୟ ଉତ୍ସବ ପାଳନ ନିଷ୍ପତ୍ତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ସଂସ୍କୃତି ମନ୍ତ୍ରୀଙ୍କୁ ଧନ୍ୟବାଦ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। 

https://x.com/MohanMOdisha/status/1853692560822112661?t=5ivFzkEklXFMHYGgut3PVA&s=19

Add Zee News as a Preferred Source
About the Author