Odisha News: ନାବାଳକ ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

Odisha News: ଭଦ୍ରକ ଜିଲ୍ଲା ଚାନ୍ଦବାଲି ମାଧପୁର ଗ୍ରାମର ୧୪ ବର୍ଷର ବାଳକ ବାବୁଲି ବାରିକ ସ୍ନାୟୁଗତ ଜଟିଳରୋଗରେ ପୀଡ଼ିତ ଅଛନ୍ତି । ଗରିବ ପରିବାରର ବାବୁଲି ଅର୍ଥାଭାବରୁ ଚିକିତ୍ସିତ ହୋଇପାରୁ ନଥିଲେ। ଏ ବିଷୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସାମାଜିକ ଗଣମାଧ୍ୟମ ଏବଂ ଅନ୍ୟ ଗଣମାଧ୍ୟମରୁ ଅବଗତ ହେବା ପରେ ଜିଲ୍ଲା ପ୍ରଶାସନକୁ ବାବୁଲିଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

Odisha News: ନାବାଳକ ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

About the Author