Odisha News: ମହାପ୍ରଭୁଙ୍କ ଭୂସମ୍ପତ୍ତି ସମ୍ପର୍କିତ ମାମଲା, ଶ୍ରୀମନ୍ଦିର ପ୍ରଶାସନ ସପକ୍ଷରେ ରାୟ ଦେଇଛନ୍ତି ମାନ୍ୟବର ହାଇକୋର୍ଟ

Odisha News: ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭୂସମ୍ପତ୍ତି ସମ୍ପର୍କିତ ଏକ ମାମଲାରେ ଶ୍ରୀମନ୍ଦିର ପ୍ରଶାସନ ସପକ୍ଷରେ ରାୟ ଦେଇଛନ୍ତି ମାନ୍ୟବର ହାଇକୋର୍ଟ । ଖୋର୍ଦ୍ଧା ଜିଲ୍ଲା ଜଟଣି ତହସିଲ କନ୍ତିଆ ମୌଜାର ବହୁମୂଲ୍ୟ ୧୫ ଏକର ଜମିକୁ ନେଇ ନିର୍ଦ୍ଦିଷ୍ଟ ଏକ ସଂସ୍ଥା ପକ୍ଷରୁ ଦାଏର ଏହି ମାମଲାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରିଭ୍ୟୁ ପିଟିସନ ଦାଖଲ ହୋଇଥିଲା ।

Odisha News: ମହାପ୍ରଭୁଙ୍କ ଭୂସମ୍ପତ୍ତି ସମ୍ପର୍କିତ ମାମଲା, ଶ୍ରୀମନ୍ଦିର ପ୍ରଶାସନ ସପକ୍ଷରେ ରାୟ ଦେଇଛନ୍ତି ମାନ୍ୟବର ହାଇକୋର୍ଟ

About the Author