Odisha Election 2024: ନିର୍ବାଚନ ଖର୍ଚ୍ଚ ପରିଚାଳନା ସମ୍ପର୍କରେ ସମୀକ୍ଷା କଲେ ପର୍ଯ୍ୟବେକ୍ଷକ

Odisha Election 2024: ଭାରତ ନିର୍ବାଚନ କମିଶନ ଦ୍ବାରା ଗଜପତି ଜିଲ୍ଲା ପାଇଁ ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାବେ ନିୟୋଜିତ ଚଣ୍ଡିଗଡର ଭାରତୀୟ ରେଳ ଲେଖା ସେବା ଚନ୍ଦ୍ରିକା ଗର୍ଗ (ଆଇଆରଏଏସ ,୨୦୧୪ ବ୍ୟାଚ୍, ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ମୋହନା) ପାରଳାଖେମୁଣ୍ଡି ଓ ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀକୁ ପରିଦର୍ଶନ କରି ନିର୍ବାଚନ ଖର୍ଚ୍ଚ ପରିଚାଳନା ନିମନ୍ତେ ନିୟୋଜିତ ବିଭିନ୍ନ ଦଳ ସହିତ ଆଲୋଚନା କରିଛନ୍ତି ।

Odisha Election 2024: ନିର୍ବାଚନ ଖର୍ଚ୍ଚ ପରିଚାଳନା ସମ୍ପର୍କରେ ସମୀକ୍ଷା କଲେ ପର୍ଯ୍ୟବେକ୍ଷକ

About the Author