ଭୁବନେଶ୍ବରରେ ଶେଷ ହେଲା ଦୁଇ ଦିନିଆ ନ୍ୟାସନାଲ୍ ଗ୍ରୀନ୍ ମେଟାଲ୍ କନଫରେନ୍ସ ୨୦୨୪

ଏହି ସମ୍ମିଳନୀ ଚଳିତ ଫେବୃଆରୀ ୬ ଓ ୭ ଦୁଇ ଦିନ ଧରି ଚାଲିଥିଲା ଯାହା ପରିସଂସ୍ଥା ସନ୍ତୁଳନ କ୍ଷେତ୍ରର ପ୍ରମୁଖ ଭବିଷ୍ୟତ ଉପରେ ରଣନୀତି କରିବା ପାଇଁ ଶିଳ୍ପ ହିତାଧିକାରୀ, ବିଶେଷଜ୍ଞ, ଶିକ୍ଷାବିତ୍, ଅନୁଷ୍ଠାନ ଏବଂ ନୀତି ନିର୍ଣ୍ଣୟକାରୀଙ୍କ ପାଇଁ ଏକ ବଡ଼ ପ୍ଲାଟଫର୍ମ ଭାବରେ କାର୍ଯ୍ୟ କରିଥିଲା ।

ଭୁବନେଶ୍ବରରେ ଶେଷ ହେଲା ଦୁଇ ଦିନିଆ ନ୍ୟାସନାଲ୍ ଗ୍ରୀନ୍ ମେଟାଲ୍ କନଫରେନ୍ସ  ୨୦୨୪

About the Author