Odisha News: ସରସତିଆ ତିଆରି କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ନୀ

Odisha News: ସମ୍ବଲପୁରୀ ପାରମ୍ପରିକ ଖାଦ୍ୟ ସରସତିଆ ତିଆରି କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ନୀ ମୃଦୁଲା ଠାକୁର। ସମ୍ବଲପୁରୀ ଭାଷା, ସାହିତ୍ୟ, ସଂସ୍କୃତି, ପରମ୍ପରାର ଖ୍ୟାତି ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ସମ୍ବଲପୁରୀ ଗୀତ, ସଙ୍ଗୀତ, ନୃତ୍ୟ, ବନ୍ଧକଳା, ବସ୍ତ୍ର ଆଜି ସମଗ୍ର ବିଶ୍ବ ଦରବାରରେ ନିଜର ସ୍ଵତନ୍ତ୍ର ସ୍ଥାନ ଅଧିକାର କରି ସାରିଛି । ଏଥିରୁ ବାଦ ପଡିନି ସମ୍ବଲପୁରୀ ଖାଦ୍ୟପେୟ ।

Odisha News: ସରସତିଆ ତିଆରି କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ନୀ

About the Author