ଭିଜିଲାନ୍ସ ଜାଲରେ ଜୁନାଗଡ଼ ଥାନା ଏଏସଆଇ ମୁକୁନ୍ଦ ଖେମୁଣ୍ଡୁ
Vigilance raid: ଏଏସଆଇ ମୁକୁନ୍ଦ ଖେମୁଣ୍ଡୁ ଖସି ଯିବାକୁ ସମର୍ଥ ହୋଇଛନ୍ତି। ତାଙ୍କୁ ଧରିବା ପାଇଁ ଉଦ୍ୟମ ଜାରି ରଖିଛି ଭିଜିଲାନ୍ସ। ଦୁଇଟି ସ୍ଥାନରେ ଏଏସଆଇଙ୍କ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ।
ଭବାନୀପାଟଣା: ଭିଜିଲାନ୍ସ ଜାଲରେ ଜୁନାଗଡ଼ ଥାନା ଏ ଏସ ଆଇ ମୁକୁନ୍ଦ ଖେମୁଣ୍ଡୁ। ଗୋଇରାପଦର ଗାଁର ପ୍ରଭା ପୂଜାରୀଙ୍କ ଠାରୁ ଏକ ମାମଲା ରଫାଦଫା କରିବା ପାଇଁ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କ ମାଧ୍ୟମରେ ୩୫୦୦ ଟଙ୍କା ଲାଞ୍ଚ ମାଗିଥିଲେ। ଟଙ୍କା ନେବା ବେଳେ ପୂର୍ବରୁ ପ୍ରସ୍ତୁତ ଭିଜିଲାନ୍ସ ବିଭାଗ ମାଡ଼ିବସିଥିଲା।
ଜୁନାଗଡ଼ ଥାନା ଏଏସଆଇ ମୁକୁନ୍ଦ ଖେମୁଣ୍ଡୁ। ଗୋଇରାପଦର ଗାଁର ପ୍ରଭା ପୂଜାରୀଙ୍କ ଠାରୁ ଏକ ମାମଲା ରଫାଦଫା କରିବା ପାଇଁ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କ ମାଧ୍ୟମରେ ୩୫୦୦ ଟଙ୍କା ଲାଞ୍ଚ ମାଗିଥିଲେ। ଟଙ୍କା ନେବା ବେଳେ ପୂର୍ବରୁ ପ୍ରସ୍ତୁତ ଭିଜିଲାନ୍ସ ବିଭାଗ ମାଡ଼ିବସିଥିଲା। ଏ ଏସ ଆଇ ଖେମୁଣ୍ଡୁ ଭିଜିଲାନ୍ସ ଦଳକୁ ଚକମା ଦେଇ ଥାନାରୁ ଚମ୍ପଟ ମାରିଥିଲେ। କିନ୍ତୁ ପରେ ପୁଲିସ ତାଙ୍କୁ ଧରିବାରେ ସଫଳ ହୋଇଥିଲା। ଏଏସଆଇ ମୁକୁନ୍ଦ ଖେମୁଣ୍ଡୁ ଖସି ଯିବାକୁ ସମର୍ଥ ହୋଇଛନ୍ତି। ତାଙ୍କୁ ଧରିବା ପାଇଁ ଉଦ୍ୟମ ଜାରି ରଖିଛି ଭିଜିଲାନ୍ସ। ଦୁଇଟି ସ୍ଥାନରେ ଏଏସଆଇଙ୍କ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ।