Odisha News:'ଏବେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ'

Odisha News: ଲଘୁଚାପ ଜନିତ ଲଗାଣ ବର୍ଷାରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜଳାର୍ଣ୍ଣବ ସ୍ଥିତି ସୃଷ୍ଟି ହୋଇଛି। କେବଳ ସେତିକି ନୁହେଁ, କୃତ୍ରିମ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି ହେବା ଯୋଗୁଁ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି।

Odisha News:'ଏବେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ'

About the Author