Weather Update: ଆଜି ୫ଟି ଜିଲ୍ଲାରେ ବର୍ଷା ସମ୍ଭାବନା, ଏହି ଦିନଠାରୁ ପାଗରେ ଆସିବ ପରିବର୍ତ୍ତନ

Weather Update: ଆନ୍ଧ୍ର ଉପକୂଳରେ ଏକ ଗୁରୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟକୁ ଜଳୀୟ ବାଷ୍ପ ପ୍ରବେଶ କରୁଥିବାରୁ ପାଗ ମେଘୁଆ ରହିବା ସହ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ତଳେ ରହୁଛି । ତେବେ ଆସନ୍ତା ମାର୍ଚ୍ଚ ୨ ତାରିଖରୁ ବାୟୁ ପ୍ରବାହର ଦିଗ ପରିବର୍ତ୍ତନ ହେବା ସହ ତାତି ବଢିବ ।

Weather Update: ଆଜି ୫ଟି ଜିଲ୍ଲାରେ ବର୍ଷା ସମ୍ଭାବନା, ଏହି ଦିନଠାରୁ ପାଗରେ ଆସିବ ପରିବର୍ତ୍ତନ

About the Author