Odisha News: ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ରଚିଲେ ନୂଆ ଇତିହାସ

ଭୁବନେଶ୍ୱର: ପ୍ରଥମ ବିଶ୍ୱ ଓଡି଼ଆ ଭାଷା ସମ୍ମିଳନୀ ଉଦ୍ଦେଶ୍ୟରେ ବିଦ୍ୟାଳୟ ସ୍ତରରେ ଛାତ୍ରଛାତ୍ରୀମାନେ ସାହିତ୍ୟ ସୃଜନୀ କ୍ଲବ ମାଧ୍ୟମରେ ‘ମୋ କଥା ମୋ କହାଣୀ’ ପୁସ୍ତକ ରଚନା କରିଥିଲେ । ଶୁକ୍ରବାର ଦିନ ଏହି ପୁସ୍ତକର ତଥ୍ୟକୁ ସାମାଜିକ ଗଣମାଧ୍ୟମ ଫେସବୁକରେ ଏକ ଘଣ୍ଟା ମଧ୍ୟରେ ଅପଲୋଡ୍ କରି ଗିନିଜ ବୁକ ଅଫ୍ ୱାଲ୍ଡ ରେକର୍ଡ଼ ସୃଷ୍ଟି କରିଛନ୍ତି ।

 Odisha News: ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ରଚିଲେ ନୂଆ ଇତିହାସ
Image Credit: ସୌଜନ୍ୟ-ସୋସିଆଲ ମିଡିଆ

About the Author