ସେପ୍ଟେମ଼୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ- ମୁଖ୍ୟମନ୍ତ୍ରୀ

Subhadra yojana: ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ଉକ୍ତଦିନ ଓଡ଼ିଶା ଆସି ଏହି ଯୋଜନାର ଲୋକାର୍ପଣ କରିବେ। ଉକ୍ତଦିନ ୫ଲକ୍ଷ ମହିଳାଙ୍କୁ ଏହି ଯୋଜନାର ଭାଉଚର ଯୋଗାଇ ଦିଆଯିବ।

ସେପ୍ଟେମ଼୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ- ମୁଖ୍ୟମନ୍ତ୍ରୀ

About the Author