ରାଜଧାନୀରେ ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ତମାଣ୍ଡୋ ଅଞ୍ଚଳରେ ଥିବା ସିଭି ରମଣ ଇଞ୍ଜିନିୟରିଂ କଲେଜ ନିକଟ ରାସ୍ତାପାର୍ଶ୍ବରୁ ଘର ମାଲିକ ସୁଶାନ୍ତ ଶତପଥୀଙ୍କ ମୃତଦେହ ମିଳିଛି। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି।

ରାଜଧାନୀରେ ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

About the Author