Top 10 News Today: ଭୁବନେଶ୍ବରରେ ମୁକୁଳା ଡ୍ରେନ୍‌ରେ ପଡି ଜଣେ ନାବାଳକର ମୃତ୍ୟୁ; ପଢ଼ନ୍ତୁ ଆଜିର ୧୦ ପ୍ରମୁଖ ଖବର

Top 10 News Headlines Odisha 18 June 2024: ମଙ୍ଗଳବାର ଦିନ ଭୁବନେଶ୍ବରର ୟୁନିଟ୍‌-୩ ଅଞ୍ଚଳର ମସ୍‌ଜିଦ କଲୋନୀରେ ମୁକୁଳା ଡ୍ରେନ୍‌ରେ ପଡି ଆବୁ ବକର ସାହା ନାମକ ଏକ ବାଳକର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସଂକ୍ଷେପରେ ପଢ଼ନ୍ତୁ ଦିନ ତମାମର ୧୦ଟି ବଡ଼ ଖବର।

Top 10 News Today: ଭୁବନେଶ୍ବରରେ ମୁକୁଳା ଡ୍ରେନ୍‌ରେ ପଡି ଜଣେ ନାବାଳକର ମୃତ୍ୟୁ; ପଢ଼ନ୍ତୁ ଆଜିର ୧୦ ପ୍ରମୁଖ ଖବର
Image Credit: Today Top 10 News Headlines

About the Author

Jagdish Barik

Jagdish Barik

Jagdish Barik is a Senior Sub-Editor at Zee News with over 8 years of experience, covering sports, geopolitics, and key regional and national developments