Top 10 News: ଆଜିଠାରୁ ଐତିହାସିକ ବାଲିଯାତ୍ରା ଆରମ୍ଭ, ଶନିବାରଠାରୁ ଭକ୍ତଙ୍କ ପାଇଁ ଖୋଲିବ ଚାରି ଦୁଆର, ପଢ଼ନ୍ତୁ ଆଜିର ୧୦ ବଡ଼ ଖବର

Top 10 News Headlines: କଟକର ମହାନଦୀ ପଠାରେ ଆଜିଠାରୁ ଐତିହାସିକ ବାଲିଯାତ୍ରା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହାକୁ ଆନୁଷ୍ଠନିକ ଭାବେ ଉଦଘାଟିତ କରିଛନ୍ତି। ଏଠାରେ ସଂକ୍ଷେପରେ ପଢ଼ନ୍ତୁ ଦିନ ତମାମର ୧୦ଟି ବଡ଼ ଖବର।

Top 10 News: ଆଜିଠାରୁ ଐତିହାସିକ ବାଲିଯାତ୍ରା ଆରମ୍ଭ, ଶନିବାରଠାରୁ ଭକ୍ତଙ୍କ ପାଇଁ ଖୋଲିବ ଚାରି ଦୁଆର, ପଢ଼ନ୍ତୁ ଆଜିର ୧୦ ବଡ଼ ଖବର
Image Credit: Top 10 News Headlines 15 November 2024

About the Author

Jagdish Barik

Jagdish Barik

Jagdish Barik is a Senior Sub-Editor at Zee News with over 8 years of experience, covering sports, geopolitics, and key regional and national developments

Read More