Top 10 News Headlines: ସଂକ୍ଷେପରେ ପଢନ୍ତୁ ସକାଳର ୧୦ଟି ପ୍ରମୁଖ ଖବର

ଗୁରୁବାର ରାଜ୍ୟ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ବିଧାନସଭାରେ ୨୦୨୪ ଆର୍ଥକ ବର୍ଷର ପ୍ରଥମ ୪ ମାସ( ଏପ୍ରିଲ- ଜୁଲାଇ) ପାଇଁ କାମଚଳା ବଜେଟ ଆଗତ କରିବେ । ଏହି ଆର୍ଥିକ ବର୍ଷ ସକାଶେ ୨.୬୦ ଲକ୍ଷ କୋଟି ଟଙ୍କାର ପୂର୍ଣ୍ଣାଙ୍ଗ ବଜେଟ ଚିଠା ପ୍ରସ୍ତାବ ଆଗତ କରିବା ସହ ପ୍ରାୟ ୧.୨୫ ଲକ୍ଷ କୋଟି ଟଙ୍କାର କାମଚଳା ବଜେଟ ଗୃହରେ ଅନୁମୋଦନ ପାଇଁ ଆଗତ କରିପାରନ୍ତି ।

Top 10 News Headlines: ସଂକ୍ଷେପରେ ପଢନ୍ତୁ ସକାଳର ୧୦ଟି ପ୍ରମୁଖ ଖବର

About the Author