Top 10 News: ରାଜ୍ୟରେ ଚାରି ଦିନ ପର୍ଯ୍ୟନ୍ତ ହେବ କାଳବୈଶାଖୀ ବର୍ଷା, ACS ନିକୁଞ୍ଜ ଧଳଙ୍କ ବଦଳି, ପଢ଼ନ୍ତୁ ଆଜିର ୧୦ ବଡ଼ ଖବର

Top 10 News Headlines: ରାମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଅଧିଷ୍ଠିତ ନିକୁଞ୍ଜ ବିହାରୀ ଧଳକୁ ବଦଳି କରାଯାଇଛି। ସେ କେନ୍ଦ୍ର ସରକାରଙ୍କ ସଂସଦୀୟ ବ୍ୟାପର ମନ୍ତ୍ରଣାଳୟରେ ଯୋଗ ଦେବେ। ସଂକ୍ଷେପରେ ପଢ଼ନ୍ତୁ ଦିନ ତମାମର ୧୦ଟି ବଡ଼ ଖବର।

Top 10 News: ରାଜ୍ୟରେ ଚାରି ଦିନ ପର୍ଯ୍ୟନ୍ତ ହେବ କାଳବୈଶାଖୀ ବର୍ଷା, ACS ନିକୁଞ୍ଜ ଧଳଙ୍କ ବଦଳି, ପଢ଼ନ୍ତୁ ଆଜିର ୧୦ ବଡ଼ ଖବର
Image Credit: Top 10 News Headlines 18 April 2025

About the Author

Jagdish Barik

Jagdish Barik

Jagdish Barik is a Senior Sub-Editor at Zee News with over 8 years of experience, covering sports, geopolitics, and key regional and national developments

Read More