Top 10 News: ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ, ଲାଗୁହେଲା ୪ ନୂତନ ଶ୍ରମ ସଂହିତା, ପଢ଼ନ୍ତୁ ୧୦ ବଡ଼ ଖବର

Top 10 News Headlines: ଆଜି ରାଜ୍ୟ କ୍ୟାବିନେଟର ୩୦ ତମ ବୈଠକ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଏଠାରେ ସଂକ୍ଷେପରେ ପଢ଼ନ୍ତୁ ଆଜିର ୧୦ ବଡ଼ ଖବର।

Top 10 News: ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ, ଲାଗୁହେଲା ୪ ନୂତନ ଶ୍ରମ ସଂହିତା, ପଢ଼ନ୍ତୁ ୧୦ ବଡ଼ ଖବର
Image Credit: 21 November Top 10 News Headlines

About the Author

Jagdish Barik

Jagdish Barik

Jagdish Barik is a Senior Sub-Editor at Zee News with over 8 years of experience, covering sports, geopolitics, and key regional and national developments

Read More