Top 10 News: ଆଖଣ୍ଡଳମଣି ମନ୍ଦିରର ପାଇଁ ୧୦ କୋଟି ଟଙ୍କା ଖର୍ଚ୍ଚ କରିବେ ସରକାର,୧୦ମ ଛାତ୍ରୀ ପ୍ରସବ ଘଟଣାରେ ଯୁବକ ଗିରଫ, ପଢ଼ନ୍ତୁ ୧୦ ବଡ଼ ଖବର

Top 10 News Headlines: ଭଦ୍ରକ ଜିଲ୍ଲାର ଭଗବାନ ଶିବଙ୍କ ଭକ୍ତମାନଙ୍କ ପାଇଁ ଏକ ଖୁସି ଖବର ମିଳିଛି। ରାଜ୍ୟ ସରକାର ଆରଡିର ବାବା ଆଖଣ୍ଡଳମଣି ମନ୍ଦିରର ବିକାଶ ପାଇଁ ୧୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ସଂକ୍ଷେପରେ ପଢ଼ନ୍ତୁ ଦିନ ତମାମର ୧୦ଟି ବଡ଼ ଖବର।

Top 10 News: ଆଖଣ୍ଡଳମଣି ମନ୍ଦିରର ପାଇଁ ୧୦ କୋଟି ଟଙ୍କା ଖର୍ଚ୍ଚ କରିବେ ସରକାର,୧୦ମ ଛାତ୍ରୀ ପ୍ରସବ ଘଟଣାରେ ଯୁବକ ଗିରଫ, ପଢ଼ନ୍ତୁ ୧୦ ବଡ଼ ଖବର
Image Credit: Top 10 News Headlines 26 February 2025

About the Author

Jagdish Barik

Jagdish Barik

Jagdish Barik is a Senior Sub-Editor at Zee News with over 8 years of experience, covering sports, geopolitics, and key regional and national developments

Read More