Top 10 News Headlines: କାଲି ଭାରତ ବନ୍ଦ ଡାକରା ଦେଲା କୃଷକ ସଂଘ, ପଢନ୍ତୁ ଦିନଯାକର ୧୦ ପ୍ରମୁଖ ଖବର

କାଲି ଭାରତ ବନ୍ଦ ଡାକରା ଦେଲା କୃଷକ ସଂଘ ଦିଲ୍ଲୀରେ କୃଷକ ଆନ୍ଦୋଳନ ଉଗ୍ରରୂପ ନେଇଥିବା ବେଳେ ଆସନ୍ତା କାଲି ଭାରତ ବନ୍ଦ୍ ଡାକରା ଦେଇଛନ୍ତି ବିଭିନ୍ନ କୃଷକ ସଂଗଠନ। ଚାଷୀଙ୍କ ଦ୍ୱାରା ଉତ୍ପାଦିତ ଫସଲର ସର୍ବନିମ୍ନ ଦାମକୁ ଆଇନସିଦ୍ଧ କରିବା, ଦେଶରେ ବଢୁଥିବା ବେକାରୀ ସମସ୍ୟାର ସମାଧାନ କରିବା ଭଳି ବିଭିନ୍ନ ଦାବି ନେଇ କୃଷକ ସଂଗଠନମାନେ ଭାରତ ବନ୍ଦ ଡାକରା ଦେଇଛନ୍ତି

Top 10 News Headlines: କାଲି ଭାରତ ବନ୍ଦ ଡାକରା ଦେଲା କୃଷକ ସଂଘ, ପଢନ୍ତୁ ଦିନଯାକର ୧୦ ପ୍ରମୁଖ ଖବର

About the Author