DA News: ମାର୍ଚ୍ଚ ମାସରେ ସରକାରୀ କର୍ମଚାରୀଙ୍କୁ ମିଳିପାରେ ଖୁସି ଖବର

ନୂଆଦିଲ୍ଲୀ: ସରକାରୀ କର୍ମଚାରୀମାନଙ୍କୁ ଖୁବଶୀଘ୍ର ଖୁସି ଖବର ଦେଇପାରନ୍ତି । ବିଭିନ୍ନ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ସରକାର ଆସନ୍ତା ମାସରେ ଅର୍ଥାତ୍ ମାର୍ଚ୍ଚ ୨୦୨୪ରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (ଡିଏ) ରେ ଚାରି ପ୍ରତିଶତ ବୃଦ୍ଧି ଘୋଷଣା କରିପାରନ୍ତି। କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା ପ୍ରତି ମାସରେ ଶ

DA News: ମାର୍ଚ୍ଚ ମାସରେ ସରକାରୀ କର୍ମଚାରୀଙ୍କୁ ମିଳିପାରେ ଖୁସି ଖବର

About the Author