Arvind Kejriwal: "ଜେଲ୍ ଭିତରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର"

Arvind Kejriwal: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଏବେ ନ୍ୟାୟିକ ହେପାଜତରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନେଇ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଖବର। ସେ ଏବେ ଦିଲ୍ଲୀ ତିହାର ଜେଲ୍ ରେ ଅଛନ୍ତି ଏବଂ ଜେଲ୍ ଭିତରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ(Arvind Kejriwal)ଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର ହେଉଥିବା ଅଭିଯୋଗ ହୋଇଛି।

Arvind Kejriwal: "ଜେଲ୍ ଭିତରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର"

About the Author