Top 10 Headlines: ସଂକ୍ଷେପରେ ପଢନ୍ତୁ ଅପରାହ୍ନର ୧୦ଟି ପ୍ରମୁଖ ଖବର

Top 10 Headlines: ଓଡ଼ିଶାରେ ଷଷ୍ଠ ପର୍ଯ୍ୟାୟରେ ଆସନ୍ତା ମଇ ୨୫ ତାରିଖରେ ଛଅଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ ବିଧାନସଭା କ୍ଷେତ୍ରରେ ମତଦାନ ପ୍ରକ୍ରିୟା ହେବାକୁ ଯାଉଛି । ଏଥିପାଇଁ ୬ଟି ଲୋକସଭା ଅଧିନ ୪୨ଟି ବିଧାନସଭା ଆସନରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। କିଛି ସମ୍ବେଦନଶୀଳ ତଥା ଅତି ସମ୍ବେଦନଶୀଳ ବୁଥରେ ରାଜନୈତିକ ହିଂସା କିମ୍ବା ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛନ୍ତି ନିର୍ବାଚନ ଆୟୋଗ।

Top 10 Headlines: ସଂକ୍ଷେପରେ ପଢନ୍ତୁ ଅପରାହ୍ନର ୧୦ଟି ପ୍ରମୁଖ ଖବର

About the Author