ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ‘ଷ୍ଟ୍ରୋକ୍‌କୁ ଜାଣନ୍ତୁ, ଜୀବନ ବଞ୍ଚାନ୍ତୁ’ ମନ୍ତ୍ର ଦେଲେ ବିଶେଷଜ୍ଞ

‘ବ୍ରେନ୍‌ ଷ୍ଟ୍ରୋକ୍’ ବା ‘ମସ୍ତିଷ୍କାଘାତ’ ଆଜି ସାରା ବିଶ୍ୱରେ ଏକ ବଡ଼ ଜନସ୍ୱାସ୍ଥ୍ୟ ସମସ୍ୟା ହୋଇଛି। ତେଣୁ, ଏ ବିଷୟରେ ଯୁବପିଢ଼ିଙ୍କ ଭିତରେ ସଚେତନତା ସୃଷ୍ଟି କରିବା ଲାଗି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟଠାରେ ସୋମବାର ଦିନ ‘ଷ୍ଟ୍ରୋକ୍‌କୁ ଜାଣନ୍ତୁ, ଜୀବନ ବଞ୍ଚାନ୍ତୁ’ ଶୀର୍ଷକରେ ଏକ ବିଶେଷ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏଥିରେ ଜନସ୍ୱାସ

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ‘ଷ୍ଟ୍ରୋକ୍‌କୁ ଜାଣନ୍ତୁ, ଜୀବନ ବଞ୍ଚାନ୍ତୁ’ ମନ୍ତ୍ର ଦେଲେ ବିଶେଷଜ୍ଞ

About the Author