Petrol Diesel Price Today: କମିଲା ନା ବଢିଲା, ଜାଣନ୍ତୁ ଭୁବନେଶ୍ବରରେ ଆଜି କେତେ ରହିଛି ପେଟ୍ରୋଲ-ଡିଜେଲ୍ ରେଟ୍?
Advertisement
Article Detail0/zeeodisha/odisha2268159

Petrol Diesel Price Today: କମିଲା ନା ବଢିଲା, ଜାଣନ୍ତୁ ଭୁବନେଶ୍ବରରେ ଆଜି କେତେ ରହିଛି ପେଟ୍ରୋଲ-ଡିଜେଲ୍ ରେଟ୍?

Petrol Diesel Price Today: ଆଜି ମେ ୨୯ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲ ମୂଲ୍ୟ ପ୍ରକାଶ ପାଇଛି।  ବୁଧବାର ଦିନ ଦେଶର ପ୍ରମୁଖ ସହରଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଲୋକମାନଙ୍କ ଚିନ୍ତା ବଢ଼ାଇ ଦେଇଛି। ଆସନ୍ତୁ ଜାଣିବା ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ପେଟ୍ରୋଲ୍ ଡିଜେଲର ଲିଟର ପିଛା ମୂଲ୍ୟ ?

Petrol Diesel Price Today: କମିଲା ନା ବଢିଲା, ଜାଣନ୍ତୁ ଭୁବନେଶ୍ବରରେ ଆଜି କେତେ ରହିଛି ପେଟ୍ରୋଲ-ଡିଜେଲ୍ ରେଟ୍?

Petrol Diesel Price Today: ଆଜି ମେ ୨୯ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲ ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ବୃଦ୍ଧି ଦେଖିବାକୁ ମିଳିଛି। ଅଶୋଧିତ ତୈଳର ଆନ୍ତର୍ଜାତୀୟ ମୂଲ୍ୟ ଅନୁଯାୟୀ ଭାରତରେ ଇନ୍ଧନର ମୂଲ୍ୟ ବଢ଼ିଥିବା ଦେଖିବାକୁ ମିଳିଛି। ବୁଧବାର ଦିନ ଦେଶର ପ୍ରମୁଖ ସହରଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଲୋକମାନଙ୍କ ଚିନ୍ତା ବଢ଼ାଇ ଦେଇଛି। ଆସନ୍ତୁ ଜାଣିବା ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ପେଟ୍ରୋଲ୍ ଡିଜେଲର ଲିଟର ପିଛା ମୂଲ୍ୟ ?

ALSO READ: Ruchak Rajayoga 2024: ଏହି ସବୁ ରାଶିଙ୍କ ଭାଗ୍ୟ ଉଦୟ କରିବ ରୁଚକ୍ ରାଜଯୋଗ, ବର୍ଷିବ ଧନ, ଆରମ୍ଭ ହେବ ଶୁଭଦିନ!

ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୧.୦୬  ରହିଛି। ସେହିପରି ଡିଜେଲ (୧ ଲିଟର) ୯୨.୬୪ ରହିଛି। ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ଆଜି ରାଜଧାନୀ ଭୁବନେଶ୍ବରରେ ପେଟ୍ରୋଲ୍ ଓ ଡିଜେଲ ମୂଲ୍ୟରେ କୌଣସି ପ୍ରକାର ପରିବର୍ତ୍ତନ ହୋଇ ନାହିଁ। ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ(୧ ଲିଟର) ୯୬.୭୨ ରହିଥିବା ବେଳେ ଡିଜେଲ(୧ ଲିଟର) ୯୦.୦୮ ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୬.୩୧ ରହିଥିବା ବେଳେ ଡିଜେଲ(୧ ଲିଟର) ୯୪.୨୭ ରହିଛି। ସେପଟେ  ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୨.୭୪ ରହିଥିବା ବେଳେ ଡିଜେଲ(୧ ଲିଟର) ୯୪.୩୩ ରହିଛି। କୋଲକାତାରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୬.୦୩ ରହିଥିବା ବେଳେ ଡିଜେଲ(୧ ଲିଟର) ୯୨.୭୬ ରହିଛି।

ଏମିତି ଭାବେ ପ୍ରତ୍ୟକ ଦିନ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଯାଞ୍ଚ କରିପାରିବେ:
ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ ଟାରେ ବଦଳିଥାଏ (Today Petrol Diesel Price)। ସକାଳ ୬ ଟାରୁ ନୂତନ ଦର କାର୍ଯ୍ୟକାରୀ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ, ଭାଟ୍ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ମୂଳ ମୂଲ୍ୟଠାରୁ ଦ୍ୱିଗୁଣିତ ହୁଏ। ଏହି କାରଣରୁ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଏତେ ଅଧିକ ଦେଖାଯାଏ।

ଆପଣ ଘରେ ବସି ଏପରି ଯାଞ୍ଚ କରିପାରିବେ ମୂଲ୍ୟ:
ଆପଣ ନିଜ ସହରରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ସହଜରେ ଜାଣିପାରିବେ। ଏଥିପାଇଁ ତୌଳ ମାର୍କେଟିଂ କମ୍ପାନୀଗୁଡିକର ୱେବସାଇଟକୁ ଯିବାକୁ କିମ୍ବା ଏକ SMS ପଠାଇବାକୁ ପଡିବ। ଯଦି ଆପଣ ଜଣେ ଇଣ୍ଡିଆନ ଅଏଲ୍ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।