କର ମୁକ୍ତ ନେଇ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା

ଜିଏସ୍ ଟି ର ଏହି ଐତିହାସିକ ସଂସ୍କାର, ଏକ ମୁକ୍ତ ଏବଂ ସ୍ବଚ୍ଛ ଅର୍ଥନୀତି ସୃଷ୍ଟି କରିବ, ଅନୁପାଳନ ବୋଝ ହ୍ରାସ କରିବ ଏବଂ କ୍ଷୁଦ୍ର ବ୍ୟବସାୟୀମାନଙ୍କୁ ଉପକୃତ କରିବ ଏବଂ ଦେଶରେ ବାଣିଜ୍ୟ ବ୍ୟବସାୟକୁ ପ୍ରୋତ୍ସାହନ ଦେବା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ସ୍ବାସ୍ଥ୍ୟ ଓ ଜୀବନ ବୀମା ଜନିତ ସେବା ଉପରୁ କର ଆଦାୟ ନକରିବାର ନିଷ୍ପତ୍ତି ଏକ ସ୍ବାଗତଯୋଗ୍ୟ ପଦକ୍ଷେପ । ଏହା ମଧ୍ୟବିତ୍ତ ଓ ନିମ୍ନ ଆୟକାରୀ ପରିବାରମାନଙ୍କୁ ବୀମାଭୁକ୍ତ ହେବା ନିମନ୍ତେ ଉତ୍ସାହିତ କରିବ ।

କର ମୁକ୍ତ ନେଇ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା

About the Author