Union Budget: କେନ୍ଦ୍ର ବଜେଟ୍ ସମ୍ପର୍କରେ ଏପରି କହିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Union Budget: ଆଜି ପବିତ୍ର ମାଘ ପୂର୍ଣ୍ଣିମା ଅବସରରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଆଜି ୨୦୨୬-୨୭ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି। ଏହି ବଜେଟ୍ ଏକ ଅଭିବୃଦ୍ଧି ମୂଳକ ବଜେଟ୍। ସମାଜର ସବୁ ବର୍ଗର ଲୋକଙ୍କ ଅଭିବୃଦ୍ଧି ଉପରେ ଏଥିରେ ଗୁରୁତ୍ବ ଦିଆଯାଇଛି। ଯୁବ ଶକ୍ତିର ବିକାଶ ଉପରେ ସ୍ବତନ୍ତ୍ର ଫୋକସ୍ ରହିଛି।

Union Budget: କେନ୍ଦ୍ର ବଜେଟ୍ ସମ୍ପର୍କରେ ଏପରି କହିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

About the Author