Delhi Liquor Scam: ମୁଖ୍ୟମନ୍ତ୍ରୀଙ୍କୁ ସମନ ଜାରି କଲେ କୋର୍ଟ, ୧୭ ତାରିଖରେ ହାଜର ହେବାକୁ ନିର୍ଦ୍ଦେଶ

Delhi CM Arvind Kejriwal: ମଦ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଭିଯୋଗକୁ ଗ୍ରହଣ କରି ରାଉସ୍ ଆଭେନ୍ୟୁ କୋର୍ଟ ଅରବିନ୍ଦ କେଜ୍ରିୱାଲଙ୍କୁ ସମନ ଜାରି ଆସନ୍ତା ୧୭ ତାରିଖରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି।

Delhi Liquor Scam: ମୁଖ୍ୟମନ୍ତ୍ରୀଙ୍କୁ ସମନ ଜାରି କଲେ କୋର୍ଟ, ୧୭ ତାରିଖରେ ହାଜର ହେବାକୁ ନିର୍ଦ୍ଦେଶ

About the Author