Gold Silver Price: ଆଜିର ସୁନା ଦର ଜାଣି ଉଡ଼ିଯିବ ହୋସ୍ ! ଜାଣନ୍ତୁ ଭୁବନେଶ୍ବରରେ ୧୦ ଗ୍ରାମ୍ ପିଛା କେତେ ରହିଛି ରେଟ୍
Advertisement
Article Detail0/zeeodisha/odisha2252986

Gold Silver Price: ଆଜିର ସୁନା ଦର ଜାଣି ଉଡ଼ିଯିବ ହୋସ୍ ! ଜାଣନ୍ତୁ ଭୁବନେଶ୍ବରରେ ୧୦ ଗ୍ରାମ୍ ପିଛା କେତେ ରହିଛି ରେଟ୍

Gold Silver Price: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ଆକାଶ ଛୁଆଁ ହେଉଛି ସୁନା ଦର ।  ଯଦି ଆପଣ ଆଜି ସୁନା ଗହଣା କିଣିବାକୁ ଯୋଜନା କରୁଛନ୍ତି । ତେବେ, ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର? 

Gold Silver Price: ଆଜିର ସୁନା ଦର ଜାଣି ଉଡ଼ିଯିବ ହୋସ୍ ! ଜାଣନ୍ତୁ ଭୁବନେଶ୍ବରରେ ୧୦ ଗ୍ରାମ୍ ପିଛା କେତେ ରହିଛି ରେଟ୍

Gold Silver Price: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ଆକାଶ ଛୁଆଁ ହେଉଛି ସୁନା ଦର । ଅନ୍ତର୍ଜାତୀୟ ବଜାରରେ ଦର ବୃଦ୍ଧି ଯୋଗୁଁ ଭାରତୀୟ ବଜାରରେ ସୁନା ରେଟ୍ ହୁ ହୁ ହୋଇ ବଢିଚାଲିଛି । ଜଣେ ମଧ୍ୟବିତ ପରିବାରର ଲୋକେ ଏବେ ସୁନା ଗହଣା କିଣିବା ପାଇଁ ସାହାସ ବି କରିପାରୁ ନାହାନ୍ତି । ଗତକାଲି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ବୃଦ୍ଧି ପାଇଥିବା ବେଳେ ଆଜି ମଧ୍ୟ ସୁନା ଦାମରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଯଦି ଆପଣ ଆଜି ସୁନା ଗହଣା କିଣିବାକୁ ଯୋଜନା କରୁଛନ୍ତି । ତେବେ, ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର? 

ALSO READ: Petrol Diesel Price Today: ଭୁବନେଶ୍ବରରେ ପୁଣି ବଢିଲା ପେଟ୍ରୋଲ-ଡିଜେଲ ରେଟ୍ , ଜାଣନ୍ତୁ ଆଜିର ନୂଆ ଦର ?

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୮, ୪୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୪, ୬୨୦ ଟଙ୍କା ରହିଛି । ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ ରେ ୮୦୦ ଓ ୨୪ କ୍ୟାରେଟ୍ ରେ ୮୭୦ ଟଙ୍କା ବୃଦ୍ଧି ହୋଇଛି। ସେହିପରି, ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୮,୫୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୪,୭୭୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୮୦୦ ଓ ୨୪  କ୍ୟାରେଟ୍ ରେ ୮୭୦ ଟଙ୍କା ବୃଦ୍ଧି ପାଇଛି। ଅନ୍ୟପଟେ, ମାୟାନଗରୀ ମୁମ୍ବାଇରେ  ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୮, ୪୦୦ ଟଙ୍କା ହୋଇଥିବା ବେଳେ  ୨୪ କ୍ୟାରେଟର ଦାମ୍ ୭୪ ,୬୨୦ ଟଙ୍କା ରହିଛି । ୨୨ କ୍ୟାରେଟରେ ୮୦୦ ଓ  ୨୪ କ୍ୟାରେଟରେ ୮୭୦ ଟଙ୍କା ବୃଦ୍ଧି ପାଇଛି। 

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ସୁନା ରେଟ୍ ବୃଦ୍ଧି ପାଇଛି। ଚେନ୍ନାଇ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୮,୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ମୂଲ୍ୟ ୧୦ ଗ୍ରାମ୍ ପିଛା ୭୪, ୭୩୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୮୦୦ ଓ ୨୪ କ୍ୟାରେଟ୍ ରେ ୮୮୦ ଟଙ୍କା ବୃଦ୍ଧି ପାଇଛି। ସେହି-କ୍ରମରେ ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୮,୪୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ୧୦ ଗ୍ରାମ୍ ମୂଲ୍ୟ ୭୪ ,୬୨୦ ଟଙ୍କା ରହିଛି । ଏବଂ ୧୮ କ୍ୟାରେଟର ଦାମ୍ ୭୪, ୬୨୦ ଟଙ୍କା ରହିଛି। ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ କ୍ୟାରେଟରେ ୮୦୦ , ୨୪ କ୍ୟାରେଟ୍ ରେ ୮୭୦ ଓ ୧୮ କ୍ୟାରେଟ୍ ରେ ୬୫୦  ଟଙ୍କା ବୃଦ୍ଧି ପାଇଛି।