Gold Rate Today: ପୁଣି ଥରେ ବଢ଼ିଲା ସୁନା ଦର, ଜାଣନ୍ତୁ କେତେ ରହିଛି...
Advertisement
Article Detail0/zeeodisha/odisha2080906

Gold Rate Today: ପୁଣି ଥରେ ବଢ଼ିଲା ସୁନା ଦର, ଜାଣନ୍ତୁ କେତେ ରହିଛି...

ଦେଶରେ ଏବେ ବିବାହ ଋତୁ ଚାଲିଛି। ଏହାରି ମଧ୍ୟରେ ଗ୍ରାହକଙ୍କ ପାଇଁ ଚିନ୍ତା ବଢ଼ାଇଛି ସୁନା। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି । ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯ

Gold Rate Today: ପୁଣି ଥରେ ବଢ଼ିଲା ସୁନା ଦର, ଜାଣନ୍ତୁ କେତେ ରହିଛି...

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି। ଏହାରି ମଧ୍ୟରେ ଗ୍ରାହକଙ୍କ ପାଇଁ ଚିନ୍ତା ବଢ଼ାଇଛି ସୁନା। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି । ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୮୦୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ଦଶ ଗ୍ରାମ ପିଛା ୧୦୦ ଟଙ୍କା ବୃଦ୍ଧି ଘଟିଛି । ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୩,୦୫୦ ଟଙ୍କା ଯାହାକି ଗତ କାଲି ଥିଲା ୬୨,୯୫୦।

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୭,୮୦୦  ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୦୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୨୯୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୫୭,୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୦୫୦  ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି  ୪୭,୨୯୦  ଟଙ୍କା ରହିଥିବା ଦେଖିବାକୁ ମିଳିଛି।

ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୫୮,୪୦୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୭୧୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୮୪୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୭,୯୫୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୨୦୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୪୧୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୭,୮୦୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୦୫୦   ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୨୯୦ ଟଙ୍କା ରହିଛି ।