Gold Rate: ଖସିଲା ସୁନା ଦର, ଆଜି ଓଡ଼ିଶାରେ ଗ୍ରାମ ପିଛା...
Advertisement
Article Detail0/zeeodisha/odisha2311766

Gold Rate: ଖସିଲା ସୁନା ଦର, ଆଜି ଓଡ଼ିଶାରେ ଗ୍ରାମ ପିଛା...

Gold Rate: ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ଗ୍ରାମ ପିଛା ୬,୬୧୫ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୨୧୬ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୪୧୨ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୬,୫୭୪ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୧୭୨ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୩୭୯ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

Gold Rate: ଖସିଲା ସୁନା ଦର, ଆଜି ଓଡ଼ିଶାରେ ଗ୍ରାମ ପିଛା...

Gold Rate: ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଗତ କାଲି ସୁନା ଦରରେ ହ୍ରାସ ଘଟିଥିବା ବେଳେ ଆଜି ପୁଣି ଗ୍ରାମ ପିଛା ୧ ଟଙ୍କା ହ୍ରାସ ପାଇଥିବା ଦେଖିବାକୁ ମିଳିଛି। ସୁନା ଦର ଏବେ ହୁ ହୁ ବଢ଼ି ଚାଲିଥିବା ବେଳେ ଆଉ କିଛି ଦିନରେ ୧୦ ଗ୍ରାମ ପିଛା ୬୫ ହଜାର ଉପରେ ରହିଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୬୫,୭୪୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ୧୦ ଟଙ୍କା ବୃଦ୍ଧି ଘଟିଛି । ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୭୧,୭୨୦।

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ଗ୍ରାମ ପିଛା ୬,୬୧୫ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୨୧୬ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୪୧୨ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୬,୫୭୪ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୧୭୨ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୩୭୯ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୬,୬୨୪ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୨୨୭ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫,୪୨୬ ଟଙ୍କା ରହିଛି। ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୬,୫୮୯ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୧୮୭ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫,୩୯୧ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୬,୬୧୫ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୨୧୬ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫,୪୧୨ ଟଙ୍କା ରହିଛି ।