Gold Rate Today: ବଢ଼ିଲା ସୁନା ଦର, ଆଜି ଓଡ଼ିଶାରେ ଗ୍ରାମ ପିଛା...
Advertisement

Gold Rate Today: ବଢ଼ିଲା ସୁନା ଦର, ଆଜି ଓଡ଼ିଶାରେ ଗ୍ରାମ ପିଛା...

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଗତ କାଲି ସୁନା ଦରରେ ବୃଦ୍ଧି ଘଟିଥିବା ବେଳେ ଆଜି ପୁଣି ଗ୍ରାମ ପିଛା ୧ ଟଙ୍କା ବୃଦ୍ଧି ଦେଖିବାକୁ ମିଳିଛି। ସୁନା ଦର ଏବେ ହୁ ହୁ ବଢ଼ି ଚାଲିଥିବା ବେଳେ ଆଉ କିଛି ଦିନରେ ୧୦ ଗ୍ରାମ ପିଛା ୬୦ ହଜାର ପାର୍ କରିଛି। 

Gold Rate Today: ବଢ଼ିଲା ସୁନା ଦର, ଆଜି ଓଡ଼ିଶାରେ ଗ୍ରାମ ପିଛା...

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଗତ କାଲି ସୁନା ଦରରେ ବୃଦ୍ଧି ଘଟିଥିବା ବେଳେ ଆଜି ପୁଣି ଗ୍ରାମ ପିଛା ୧ ଟଙ୍କା ବୃଦ୍ଧି ଦେଖିବାକୁ ମିଳିଛି। ସୁନା ଦର ଏବେ ହୁ ହୁ ବଢ଼ି ଚାଲିଥିବା ବେଳେ ଆଉ କିଛି ଦିନରେ ୧୦ ଗ୍ରାମ ପିଛା ୬୦ ହଜାର ପାର୍ କରିଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି । ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୬୧,୩୬୦ ଟଙ୍କା ରହିଛି । ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୬,୯୪୦।

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୬୧,୩୬୦  ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୬,୯୪୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫୦,୨୦୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୬୧,୩୬୦   ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୬,୯୪୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫୦,୨୦୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୬୨,୧୬୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୭,୮୧୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫୦,୯୨୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୬୧,୩୬୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୬,୦୯୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫୦,୩୩୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୬୧,୩୬୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୬,୯୪୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ  ୫୦,୨୦୦ ଟଙ୍କା ରହିଛି ।