Gold Rate: ବଢ଼ିଲା ସୁନା ଦର, ଆଜି ଓଡ଼ିଶାରେ ଭରି ପିଛା..
Advertisement
Article Detail0/zeeodisha/odisha2322390

Gold Rate: ବଢ଼ିଲା ସୁନା ଦର, ଆଜି ଓଡ଼ିଶାରେ ଭରି ପିଛା..

Gold Rate: ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ଗ୍ରାମ ପିଛା ୬,୭୦୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୩୦୯ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୪୮୨ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୬,୭୦୧  ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୩୧୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୪୮୩ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

Gold Rate: ବଢ଼ିଲା ସୁନା ଦର, ଆଜି ଓଡ଼ିଶାରେ ଭରି ପିଛା..

Gold Rate: ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ଗତ କାଲି ସୁନା ଦରରେ ହ୍ରାସ ଘଟିଥିବା ବେଳେ ଆଜି ଗ୍ରାମ ପିଛା ୧ ଟଙ୍କା ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି। ସୁନା ଦର ଏବେ ହୁ ହୁ ହୋଇ ବଢ଼ି ଚାଲିଛି। ଯଦି ଆପଣ ଆଜି ସୁନା ଗହଣା କିଣିବା ପାଇଁ ଯୋଜନା କରିଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୬୭,୦୧୦ ଟଙ୍କା ରହିଛି। ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୭୩,୧୦୦।

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ଗ୍ରାମ ପିଛା ୬,୭୦୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୩୦୯ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୪୮୨ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୬,୭୦୧  ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୩୧୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫,୪୮୩ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୬,୭୬୧ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୩୭୬ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫,୫୩୮ ଟଙ୍କା ରହିଛି। ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୬,୭୧୬ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୭୩୫ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫,୪୮୩ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୬,୭୦୧ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭,୩୧୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୫,୪୮୩ ଟଙ୍କା ରହିଛି ।