Advertisement
Article Detail0/zeeodisha/odisha2780505
Zee OdishaOdisha TrendingGold Rate Today: ସପ୍ତାହ ଶେଷରେ ସୁନା-ରୂପା ଦରକୁ ନେଇ ଆସିଲା ଖୁସି ଖବର, ରାଜ୍ୟରେ ଭରି ପିଛା ମୂଲ୍ୟ ରହିଛି ଏତିକି

Gold Rate Today: ସପ୍ତାହ ଶେଷରେ ସୁନା-ରୂପା ଦରକୁ ନେଇ ଆସିଲା ଖୁସି ଖବର, ରାଜ୍ୟରେ ଭରି ପିଛା ମୂଲ୍ୟ ରହିଛି ଏତିକି

Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ଗତକାଲି ସୁନା ରେଟ୍ ବଢିଥିବା ବେଳେ ଆଜି ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ସୁନାଦରରେ ଲାଗିଛି ବ୍ରେକ୍ । ଯାହା ଗ୍ରାହକଙ୍କୁ ଆଶ୍ବସ୍ତି ଦେଇଛି। ଯଦି ଆପଣ ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରିଛନ୍ତି। ତେବେ, ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍...

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୯,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୭,୩୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ଦରରେ କୌଣସି ପ୍ରକାର ପରିବର୍ତ୍ତନ ହୋଇନି। ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୯,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୭,୪୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ସୁନା ରେଟ୍ ଅପରିବର୍ତ୍ତିତ ରହିଛି। 

ALSO READ: Jackfruit Benefits: ପଣସ ଖାଇଲେ ମିଳିଥାଏ ଏହିସବୁ ଫାଇଦା,ପାଖ ମାଡି଼ ନଥାଏ ଏହି୭ ରୋଗ!

Add Zee News as a Preferred Source

ALSO READ: June Grah Gochar 2025: ୫୦୦ ବର୍ଷ ପରେ ପଡି଼ଛି ଦୁର୍ଲଭ ଯୋଗ, ଏହିସବୁ ରାଶିଙ୍କ ଚମକିବ ଭାଗ୍ୟ, ଧନବର୍ଷା ହେବା ସହ...

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୯,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୯୭,୩୧୦ ଟଙ୍କା ରହିଛି। ଏଠାରେ ମଧ୍ୟ ଦର ସ୍ଥିର ରହିଛି। ଅନ୍ୟପଟେ,ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୯,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୭,୩୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ଦର ଏଠାରେ ମଧ୍ୟ ଅପରିବର୍ତ୍ତିତ ରହିଛି। 

ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୯,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୭,୩୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଦରରେ କୌଣସି ପ୍ରକାର ପରିବର୍ତ୍ତନ ହୋଇନି।  ଅନ୍ୟପଟେ, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ଦାମ୍ ୮୯,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୯୭,୩୧୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୭୨,୯୯୦ ଟଙ୍କା ରହିଛି। ୨୨,୨୪ ଓ ୧୮ କ୍ୟାରେଟ୍ ଦରରେ କୌଣସି ପ୍ରକାର ପରିବର୍ତ୍ତନ ହୋଇନି। ସେହିପରି,ରୂପା କେଜି ପିଛା ,୧,୧୦,୦୦୦ ଟଙ୍କା ରହିଛି। 

About the Author