Gold Rate Today: ଖସିଲା ସୁନା ଦର, ଆଜି ଓଡ଼ିଶାରେ ଭରି ପିଛା...

Gold Rate Today: ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୬୬,୫୦୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭୨,୫୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫୪,୪୧୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୬୬,୬୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୭୨,୭୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୫୪,୪୧୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

Gold Rate Today: ଖସିଲା ସୁନା ଦର, ଆଜି ଓଡ଼ିଶାରେ ଭରି ପିଛା...

About the Author