Gold Rate Today: ବଢ଼ିଲା ସୁନା ଦର, ଆଜି ରାଜ୍ୟରେ ଗ୍ରାମ ପିଛା...
Advertisement
Article Detail0/zeeodisha/odisha2430761

Gold Rate Today: ବଢ଼ିଲା ସୁନା ଦର, ଆଜି ରାଜ୍ୟରେ ଗ୍ରାମ ପିଛା...

Gold Rate Today: ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୮,୬୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୪,୮୯୦  ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବୃଦ୍ଧି ପାଇଛି।ସେହିପରି ଦେଶରେ ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୮,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୦୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବୃଦ୍ଧି ପାଇଛି।

Gold Rate Today: ବଢ଼ିଲା ସୁନା ଦର, ଆଜି ରାଜ୍ୟରେ ଗ୍ରାମ ପିଛା...

Gold Rate Today: ସୁନା ପ୍ରେମୀଙ୍କ ବଡ଼ ଖବର। ଗ୍ରାହକଙ୍କୁ ବଡ଼ ଝଟକା। ପୁଣି ବଢିଲା ସୁନା ଦର। ସୁନା ଦରରେ ବୃଦ୍ଧି ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?

ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୮,୬୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୪,୮୯୦  ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବୃଦ୍ଧି ପାଇଛି।ସେହିପରି ଦେଶରେ ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୮,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୦୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବୃଦ୍ଧି ପାଇଛି।

 ମାୟା ନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୮,୬୫୦ ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୪,୮୯୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବୃଦ୍ଧି ପାଇଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୮,୬୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୮୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବୃଦ୍ଧି ପାଇଛି।

 ସେହିପରି, ଓଡି଼ଶାର ରାଜଧାନୀ ଭୁବନେଶ୍ବରରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୮,୬୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୪,୮୯୦ ଟଙ୍କା ରହିଛି।  ଏବଂ  ୧୮ କ୍ୟାରେଟ୍ ର ଦାମ୍ ୫୬,୧୭୦ ହଜାର ଟଙ୍କା ରହିଛି । ୧୮,୨୨ ଓ ୨୪ କ୍ୟାରେଟ୍ ପିଛା ୩୩୦,୪୦୦ ଓ ୪୪୦ ଟଙ୍କା ବଢିଛି।